Job 3:5 — Compare Translations

5 translations compared side by side

Odia - 1840
"ମୁଁ ଚା ହେଁ ସହେି ଦିନଟି ମୃତ୍ଯୁ ଭଳି ଅନ୍ଧକାର ହାଇେ ରହନ୍ତା। ମୁଁ ଚା ହେଁ ବାଦଲ ତାକୁ ଲୁଚାଇ ଦିଅନ୍ତା। ମୁଁ ଚା ହେଁ ଯେଉଁଦିନ ମୁଁ ଜନ୍ମ ଲାଭ କଲି କଳାବାଦଲ ସହେିଦିନର ଆଲୋକକୁ ଭୟଭୀତ କରାଇଦେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ଧକାର ଓ ମୃତ୍ୟୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗ୍ଭହେଁ ସେହି ଦିନଟି ମୃତ୍ୟୁ ଭଳି ଅନ୍ଧକାର ହୋଇ ରହନ୍ତା। ମୁଁ ଗ୍ଭହେଁ ବାଦଲ ତାକୁ ଲୁଗ୍ଭଇ ଦିଅନ୍ତା। ମୁଁ ଗ୍ଭହେଁ ଯେଉଁ ଦିନ ମୁଁ ଜନ୍ମ ଲାଭ କଲି କଳାବାଦଲ ସେହି ଦିନର ଆଲୋକକୁ ଭୟଭୀତ କରାଇଦେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ଧକାର ଓ ମୃତ୍ୟୁୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଅନ୍ଧକାର ଓ ମୃତ୍ୟୁୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ।

Recommended Reading