Job 3:6 — Compare Translations

5 translations compared side by side

Odia - 1840
"ସହେି ରାତ୍ରିଟିକୁ ଘନ ଅନ୍ଧକାର ଘାଡ଼ୋଇଦେଉ, ସହେି ରାତ୍ରିଟି କ୍ଯାଲେଣ୍ଡରରୁ ଲିଭିଯାଉ। ସହେି ରାତ୍ରିଟିକୁ କୌଣସି ମାସ ରେ ସ୍ଥାନ ଦିଆ ନ ଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିବିଡ଼ ଅନ୍ଧକାର ସେହି ରାତ୍ରିକି ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସସଂଖ୍ୟା ମଧ୍ୟରେ ନ ଆସୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାତ୍ରିଟିକୁ ଘନ ଅନ୍ଧକାର ଘୋଡ଼ାଇଦେଉ, ସେହି ରାତ୍ରିଟି କ୍ୟାଲେଣ୍ଡରରୁ ଲିଭିଯାଉ। ସେହି ରାତ୍ରିଟିକୁ କୌଣସି ମାସରେ ସ୍ଥାନ ଦିଆ ନ ଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିବିଡ଼ ଅନ୍ଧକାର ସେହି ରାତ୍ରିକୁ ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସ-ସଂଖ୍ୟା ମଧ୍ୟରେ ନ ଆସୁ।
Odia IRV 2017 (ଓଡିଆ ବାଇବେଲ)
ନିବିଡ଼ ଅନ୍ଧକାର ସେହି ରାତ୍ରିକୁ ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସ ସଂଖ୍ୟା ମଧ୍ୟରେ ନ ଆସୁ।