Job 3:7 — Compare Translations

5 translations compared side by side

Odia - 1840
"ସହେି ରାତ୍ରି ରେ କୌଣସି ଉତ୍ପାଦନ ନ ହେଉ। ସହେି ରାତି ରେ କୌଣସି ଶୁଭ ଖବର ଶୁଣା ନ ଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ଵର ପ୍ରବେଶ ନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାତ୍ରିରେ କୌଣସି ଉତ୍ପାଦନ ନ ହେଉ। ସେହି ରାତିରେ କୌଣସି ଶୁଭ ଖବର ଶୁଣା ନ ଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ୱର ପ୍ରବେଶ ନ କରୁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ୱର ପ୍ରବେଶ ନ କରୁ।