Job 3:8 — Compare Translations
5 translations compared side by side
Odia - 1840
"କେତକେ ୟାଦୁକର ସବୁବେଳେ ଲିବିଯାଥନକୁ ଆବାହନ କରି ଜଗାନ୍ତି। ସହେିମାନେ ସହେି ଦିନକୁ ଅଭିଶାପ ଦିଅନ୍ତୁ। ଯେଉଁଦିନ ମୁଁ ଜନ୍ମିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଦିବସକୁ ଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଶାପ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଯାଦୁକର ସବୁବେଳେ ଲିବିୟାଥନକୁ ଆବାହନ କରି ଜଗାନ୍ତି। ସେହିମାନେ ସେହି ଦିନକୁ ଅଭିଶାପ ଦିଅନ୍ତୁ, ଯେଉଁ ଦିନ ମୁଁ ଜନ୍ମିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଦିବସକୁ ଅଭିଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଅଭିଶାପ ଦେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଦିବସକୁ ଅଭିଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଅଭିଶାପ ଦେଉନ୍ତୁ।
Recommended Reading