Job 3:9 — Compare Translations

5 translations compared side by side

Odia - 1840
"ସହେିଦିନର ପ୍ରାତଃକାଳୀନ ନକ୍ଷତ୍ର କାଳିମାମଯ ହାଇେ ଅନ୍ଧକାର ରେ ଲୁଚି ଯାଉ। ରାତ୍ରିଟି ପ୍ରଭାତର ପ୍ରତୀକ୍ଷା ରେ ରହୁ ଏବଂ ସୂର୍ୟ୍ଯର ପ୍ରଥମ କିରଣ ନ ଦେଖୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନର ପ୍ରାତଃକାଳୀନ ନକ୍ଷତ୍ର କାଳିମାମୟ ହୋଇ ଅନ୍ଧକାରରେ ଲୁଚି ଯାଉ। ରାତ୍ରିଟି ପ୍ରଭାତର ପ୍ରତୀକ୍ଷାରେ ରହୁ ଏବଂ ସୂର୍ଯ୍ୟର ପ୍ରଥମ କିରଣ ନ ଦେଖୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ;
Odia IRV 2017 (ଓଡିଆ ବାଇବେଲ)
ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ;