Job 30:1 — Compare Translations

5 translations compared side by side

Odia - 1840
"କିନ୍ତୁ ବର୍ତ୍ତମାନ ଯେଉଁମାନେ ମାେ'ଠାରୁ ବଯସ ରେ ସାନ ସମାନେେ ମଧ୍ଯ ମାେତେ ପରିହାସ କରୁଛନ୍ତି। ଆଉ ସମାନଙ୍କେ ପିତାଗଣ ଏଭଳି ଅ ଯୋଗ୍ଯ ଯେ ମୁଁ ସମାନଙ୍କେୁ ମାେ ମେଣ୍ଢା ପଲ କରୁଥିବା କୁକୁରମାନଙ୍କ ସହିତ ରଖାଇବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ ମୋʼ ଅପେକ୍ଷା ଅଳ୍ପବୟସ୍କ ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ବର୍ତ୍ତମାନ ଯେଉଁମାନେ ମୋ’ଠାରୁ ବୟସରେ ସାନ ସେମାନେ ମଧ୍ୟ ମୋତେ ପରିହାସ କରୁଛନ୍ତି। ଆଉ ସେମାନଙ୍କ ପିତାଗଣ ଏଭଳି ଅଯୋଗ୍ୟ ଯେ ମୁଁ ସେମାନଙ୍କୁ ମୋ’ ମେଣ୍ଢା ପଲ ଜଗୁଥିବା କୁକୁରମାନଙ୍କ ସହିତ ରଖାଇବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକ୍କୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକ୍କୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି।