Job 30:10 — Compare Translations
5 translations compared side by side
Odia - 1840
"ସହେି ୟୁବକମାନେ ମାେତେ ଘୃଣା କରନ୍ତି। ମାଠାରୁେ ଦୂ ରଇେ ଛିଡ଼ା ହୁଅନ୍ତି ଏବଂ ସମାନେେ ଭାବନ୍ତି ମାେ'ଠାରୁ ବହୁତ ଭଲ ଏପରିକି ସମାନେେ ମାେ ମୁହଁ ରେ ଛପେ ପକାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଯୁବକମାନେ ମୋତେ ଘୃଣା କରନ୍ତି। ମୋ’ଠାରୁ ଦୂରେଇ ଛିଡ଼ା ହୁଅନ୍ତି ଏବଂ ସେମାନେ ଭାବନ୍ତି ମୋ’ଠାରୁ ବହୁତ ଭଲ ଏପରିକି ସେମାନେ ମୋ’ ମୁହଁରେ ଛେପ ପକାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼ ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋ’ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋ’ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।