Job 30:11 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାେ ଧନୁରୁ ବାଣ କାଢ଼ି ନଇେଛନ୍ତି ଏବଂ ମାେତେ ଦୁର୍ବଳ କରି ଦଇେଛନ୍ତି। ସହେି ୟୁବକମାନେ ସମସ୍ତ ପ୍ରକାର ଆକ୍ଷପେ କରନ୍ତି, ଯେତବେେଳେ ମାେତେ ଦେଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋʼ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋ’ ଧନୁରୁ ବାଣ କାଢ଼ି ନେଇଛନ୍ତି ଏବଂ ମୋତେ ଦୁର୍ବଳ କରି ଦେଇଛନ୍ତି। ସେହି ଯୁବକମାନେ ସମସ୍ତ ପ୍ରକାର ଆକ୍ଷେପ କରନ୍ତି, ଯେତେବେଳେ ମୋତେ ଦେଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋʼ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋ’ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି।