Job 30:12 — Compare Translations

5 translations compared side by side

Odia - 1840
"ସମାନେେ ମାରେ ଡ଼ାହାଣ ପଟରୁ ଆକ୍ରମଣ କରନ୍ତି। ସମାନେେ ମାରେ ପାଦକୁ ମାଠାରୁେ ଠଲେି ଦିଅନ୍ତି ଯାହା ମୁଁ ଗୋଟିଏ ଆକ୍ରାନ୍ତ ହାଇେଥିବା ସହର ମାେ ପାଚରେୀ ବିରୁଦ୍ଧ ରେ ସମାନେେ ମାଟିର ମଞ୍ଚ ନିର୍ମାଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତର ଲୋକମାନେ ମୋʼ ଡାହାଣରେ ଉଠନ୍ତି; ସେମାନେ ମୋʼ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋʼ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋର ଡାହାଣ ପଟରୁ ଆକ୍ରମଣ କରନ୍ତି। ସେମାନେ ମୋର ପାଦକୁ ମୋ’ଠାରୁ ଠେଲି ଦିଅନ୍ତି ଯାହା ମୁଁ ଗୋଟିଏ ଆକ୍ରାନ୍ତ ହୋଇଥିବା ସହର ମୋ’ ପାଚେରୀ ବିରୁଦ୍ଧରେ ସେମାନେ ମାଟିର ମଞ୍ଚ ନିର୍ମାଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତର ଲୋକମାନେ ମୋʼ ଡାହାଣରେ ଉଠନ୍ତି; ସେମାନେ ମୋʼ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋʼ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଇତର ଲୋକମାନେ ମୋ’ ଡାହାଣରେ ଉଠନ୍ତି; ସେମାନେ ମୋ’ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋ’ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି।