Job 30:13 — Compare Translations

5 translations compared side by side

Odia - 1840
"ସମାନେେ ମାରେ ରାସ୍ତାକୁ ଜଗନ୍ତି। ମୁଁ ଯାହା ଫଳ ରେ ପଳାଯନ କରିପା ରେ ନାହିଁ। ମାେତେ ଧ୍ବଂସ କରିବା ରେ ସମାନେେ ସଫଳ ହୁଅନ୍ତି। ସମାନେେ କାହାରି ସାହାୟ୍ଯ ଆବଶ୍ଯକ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋʼ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋର ରାସ୍ତାକୁ ଜଗନ୍ତି। ମୁଁ ଯାହା ଫଳରେ ପଳାୟନ କରିପାରେ ନାହିଁ। ମୋତେ ଧ୍ୱଂସ କରିବାରେ ସେମାନେ ସଫଳ ହୁଅନ୍ତି। ସେମାନେ କାହାରି ସାହାଯ୍ୟ ଆବଶ୍ୟକ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋʼ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋ’ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି।