Job 30:14 — Compare Translations
5 translations compared side by side
Odia - 1840
"ସମାନେେ ପାଚରେୀ ରେ ଏକ ସିନ୍ଧି କରନ୍ତି ଓ ୟୋର ଜବରଦସ୍ତ ସହେି ମଧ୍ଯ ଦଇେ ପ୍ରବେଶ କରନ୍ତି। ଝଡ଼ର ତାଣ୍ଡବ ଲୀଳା ରେ ସମାନେେ ସହଜ ରେ ଗତି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରଶସ୍ତ ଭଗ୍ନ-ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋʼ ଉପରେ ଗଡ଼ନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପାଚେରୀରେ ଏକ ସିନ୍ଧି କରନ୍ତି ଓ ଜୋର ଜବରଦସ୍ତ ସେହି ମଧ୍ୟଦେଇ ପ୍ରବେଶ କରନ୍ତି। ଝଡ଼ର ତାଣ୍ଡବ ଲୀଳାରେ ସେମାନେ ସହଜରେ ଗତି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରଶସ୍ତ ଭଗ୍ନ ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋʼ ଉପରେ ଗଡ଼ନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପ୍ରଶସ୍ତ ଭଗ୍ନ-ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋ’ ଉପରେ ଗଡ଼ନ୍ତି।