Job 30:15 — Compare Translations

5 translations compared side by side

Odia - 1840
"ମୁଁ ଭୟ ରେ ଥରୁଅଛି। ବାଯୁ ଜିନିଷସବୁକୁ ଉଡ଼ାଇ ନଲୋଭଳି ସମାନେେ ମାରେ ସମ୍ମାନକୁ ଉଡ଼ଇେ ନେଉଛନ୍ତି। ମେଘଭଳି ମାରେନିରାପତ୍ତା ହଜିଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଭୟରେ ଥରୁଅଛି। ବାୟୁ ଜିନିଷସବୁକୁ ଉଡ଼ାଇ ନେଲାଭଳି ସେମାନେ ମୋର ସମ୍ମାନକୁ ଉଡ଼େଇ ନେଉଛନ୍ତି। ମେଘଭଳି ମୋର ନିରାପତ୍ତା ହଜିଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି।