Job 30:16 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ମାରଜେୀବନ ପ୍ରାଯ ଶଷେ ହାଇଗେଲାଣି ଏବଂ ଶୀଘ୍ର ମୁଁ ମରିୟିବି। ୟନ୍ତ୍ରଣାର ଦିନଗୁଡ଼ିକ ମାେତେ ମାଡ଼ି ବସିଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏବେ ମୋର ପ୍ରାଣ ମୋʼ ଅନ୍ତରରେ ତରଳିଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରା; କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ ମୋର ଜୀବନ ପ୍ରାୟ ଶେଷ ହୋଇଗଲାଣି ଏବଂ ଶୀଘ୍ର ମୁଁ ମରିଯିବି। ଯନ୍ତ୍ରଣାର ଦିନଗୁଡ଼ିକ ମୋତେ ମାଡ଼ି ବସିଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏବେ ମୋର ପ୍ରାଣ ମୋʼ ଅନ୍ତରରେ ତରଳି ଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏବେ ମୋର ପ୍ରାଣ ମୋ’ ଅନ୍ତରରେ ତରଳିଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି।