Job 30:17 — Compare Translations

5 translations compared side by side

Odia - 1840
"ମାରେ ଦହରେ ସମସ୍ତ ହାଡ଼ ରାତି ରେ ୟନ୍ତ୍ରଣା ଦିଏ। ମାରେ କଷ୍ଟ କବେେ ମାେତେ ଚୋବଇବୋ ବନ୍ଦ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାତ୍ରିକାଳରେ ମୋହର ଅସ୍ଥିସବୁ ମୋʼ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଦେହର ସମସ୍ତ ହାଡ଼ ରାତିରେ ଯନ୍ତ୍ରଣା ଦିଏ। ମୋର କଷ୍ଟ କେବେ ମୋତେ ଚୋବେଇବା ବନ୍ଦ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାତ୍ରିକାଳରେ ମୋହର ଅସ୍ଥିସବୁ ମୋʼ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ରାତ୍ରିକାଳରେ ମୋହର ଅସ୍ଥିସବୁ ମୋ’ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ।