Job 30:19 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାେତେ କାଦୁଅ ରେ ଫିଙ୍ଗି ଦେଲେ ଓ ମୁଁ ମଇଳା ଓ ପାଉଁଶ ଭଳି ହାଇଗଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ କାଦୁଅରେ ଫିଙ୍ଗି ଦେଲେ ଓ ମୁଁ ମଇଳା ଓ ପାଉଁଶ ଭଳି ହୋଇଗଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି।