Job 30:2 — Compare Translations
5 translations compared side by side
Odia - 1840
"ସହେି ୟୁବକମାନଙ୍କର ପିତାଗଣ ଏତେ ଦୁର୍ବଳ ଯେ ସମାନେେ ମାେତେ ସାହାୟ୍ଯ କରିପାରିବେ ନାହିଁ। ସମାନେେ ଆଦି ବୃଦ୍ଧ କ୍ଲାନ୍ତ, ସମାନଙ୍କେ ମାଂସପେଶୀ ରେ ଶକ୍ତି ସାମର୍ଥ ଆଉ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ବାହୁବଳରେ ମୋହର କି ଲାଭ ହୋଇ ପାରେ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଯୁବକମାନଙ୍କର ପିତାଗଣ ଏତେ ଦୁର୍ବଳ ଯେ ସେମାନେ ମୋତେ ସାହାଯ୍ୟ କରି ପାରିବେ ନାହିଁ। ସେମାନେ ଆଦି ବୃଦ୍ଧ କ୍ଳାନ୍ତ, ସେମାନଙ୍କ ମାଂସପେଶୀରେ ଶକ୍ତି ସାମର୍ଥ ଆଉ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ବାହୁ ବଳରେ ମୋହର କି ଲାଭ ହୋଇପାରେ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ବାହୁବଳରେ ମୋହର କି ଲାଭ ହୋଇ ପାରେ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି।