Job 30:20 — Compare Translations
5 translations compared side by side
Odia - 1840
"ପରମେଶ୍ବର ତୁମ୍ଭର ସାହାୟ୍ଯ ପାଇଁ ମୁଁ ଚିତ୍କାର କରେ କିନ୍ତୁ ତୁମ୍ଭେ ଉତ୍ତର ଦିଅନାହିଁ ଓ ପ୍ରାର୍ଥନା କରେ କିନ୍ତୁ ତୁମ୍ଭେ କୌଣସି ଦୃଷ୍ଟି ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦେଉ ନାହିଁ । ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର ତୁମ୍ଭର ସାହାଯ୍ୟ ପାଇଁ ମୁଁ ଚିତ୍କାର କରେ, କିନ୍ତୁ ତୁମ୍ଭେ ଉତ୍ତର ଦିଅ ନାହିଁ। ଓ ପ୍ରାର୍ଥନା କରେ କିନ୍ତୁ ତୁମ୍ଭେ କୌଣସି ଦୃଷ୍ଟି ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦିଅ ନାହିଁ। ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦିଅ ନାହିଁ। ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ।