Job 30:21 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ଜାରେ ପବନ ଦ୍ବାରା ମାେତେ ଉଡ଼ାଇ ଦିଅ। ତୁମ୍ଭେ ମାେତେ ଝଡ଼ ଚାରିଆଡ଼େ ଫିଙ୍ଗିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋʼ ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ଜୋର ପବନ ଦ୍ୱାରା ମୋତେ ଉଡ଼ାଇ ଦିଅ। ତୁମ୍ଭେ ମୋତେ ଝଡ଼ ଗ୍ଭରିଆଡ଼େ ଫିଙ୍ଗିଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋʼ ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋ’ ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ।