Job 30:22 — Compare Translations
5 translations compared side by side
Odia - 1840
"ପରମେଶ୍ବର ବତାଶ ରେ ଉଡ଼ିୟିବାକୁ ମାେତେ ଅନୁମତି ଦିଅ। ତୁମ୍ଭେ ଝଡ଼ ରେ ମାେତେ ଫିଙ୍ଗି ଦଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ବତାଶରେ ଉଡ଼ିଯିବାକୁ ମୋତେ ଅନୁମତି ଦିଅ। ତୁମ୍ଭେ ଝଡ଼ରେ ମୋତେ ଫିଙ୍ଗିଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ।