Job 30:23 — Compare Translations

5 translations compared side by side

Odia - 1840
"ମୁଁ ଜାଣେ ତୁମ୍ଭେ ମୃତ୍ଯୁ ଆଡ଼କୁ କଢ଼ାଇ ଦବେ। ପ୍ରେତ୍ୟକକ ଜୀବିତ ବ୍ଯକ୍ତି ନିଶ୍ଚଯ ମରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ତୁମ୍ଭେ ମୃତ୍ୟୁ ଆଡ଼କୁ କଢ଼ାଇ ଦେବ। ପ୍ରତ୍ୟେକ ଜୀବିତ ବ୍ୟକ୍ତି ନିଶ୍ଚୟ ମରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ।