Job 30:24 — Compare Translations
5 translations compared side by side
Odia - 1840
"କିନ୍ତୁ ନିଶ୍ଚଯ କହେି ଜଣକୁ ଆଘାତ କରିବନି ୟିଏ ବିନଷ୍ଟ ହାଇେ ୟାଇଛି ଏବଂ ସାହାୟ୍ଯ ପାଇଁ କାନ୍ଦୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ନିଶ୍ଚୟ କେହି ଜଣକୁ ଆଘାତ କରିବନି ଯିଏ ବିନଷ୍ଟ ହୋଇ ଯାଇଛି ଏବଂ ସାହାଯ୍ୟ ପାଇଁ କାନ୍ଦୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ।