Job 30:26 — Compare Translations
5 translations compared side by side
Odia - 1840
"କିନ୍ତୁ ମୁଁ ଯେତବେେଳେ ଭଲ ଜିନିଷ ଚା ହେଁ, ତା' ବଦଳ ରେ ଖରାପ ଜିନିଷ ପାଏ। ମୁଁ ଯେତବେେଳେ ଆଲୋକର ସନ୍ଧାନ କରେ ସେତବେେଳେ ଅନ୍ଧକାର ମାଡ଼ି ଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ଯେତେବେଳେ ଭଲ ଜିନିଷ ଗ୍ଭହେଁ, ତା’ ବଦଳରେ ଖରାପ ଜିନିଷ ପାଏ। ମୁଁ ଯେତେବେଳେ ଆଲୋକର ସନ୍ଧାନ କରେ ସେତେବେଳେ ଅନ୍ଧକାର ମାଡ଼ି ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା।