Job 30:27 — Compare Translations
5 translations compared side by side
Odia - 1840
"ମାରେ ଅନ୍ତନାଳୀ ଆଲୋଡିତ ହେଉଛି। ୟନ୍ତ୍ରଣାର ଶଷେ ନାହିଁ ଏବଂ ବର୍ତ୍ତମାନ ମାତ୍ର ୟନ୍ତ୍ରଣା ଆରମ୍ଭ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋʼ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଅନ୍ତନାଳୀ ଆଲୋଡ଼ିତ ହେଉଛି। ଯନ୍ତ୍ରଣାର ଶେଷ ନାହିଁ ଏବଂ ବର୍ତ୍ତମାନ ମାତ୍ର ଯନ୍ତ୍ରଣା ଆରମ୍ଭ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋʼ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୋ’ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋ’ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି।