Job 30:28 — Compare Translations
5 translations compared side by side
Odia - 1840
"ଶାେକ କରି ମୁଁ ଚାରିଆଡ଼େ ବୁଲେ, କିନ୍ତୁ ସାନ୍ତ୍ବନା ପାଏ ନାହିଁ। ମୁଁ ପ୍ରାର୍ଥନା ସଭା ରେ ଛିଡ଼ା ହୁଏ ଓ ସାହାୟ୍ଯ ପାଇଁ ଆର୍ତ୍ତନାଦ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଶୋକ କରି ମୁଁ ଗ୍ଭରିଆଡ଼େ ବୁଲେ, କିନ୍ତୁ ସାନ୍ତ୍ୱନା ପାଏ ନାହିଁ। ମୁଁ ପ୍ରାର୍ଥନା ସଭାରେ ଛିଡ଼ା ହୁଏ ଓ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ।