Job 30:3 — Compare Translations
5 translations compared side by side
Odia - 1840
"ସମାନେେ ମଲା ମଣିଷ ଭଳି। ସମାନେେ ଖାଦ୍ୟ ବିନା ଅନାହାର ରେ ସଢ଼ଛନ୍ତି। ବାଧ୍ଯ ହାଇେ ମରୁଭୂମିର ଶୁଖିଲା ଧୂଳି ରେ ପଟେ ପୁରାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମଲା ମଣିଷ ଭଳି। ସେମାନେ ଖାଦ୍ୟ ବିନା ଅନାହାରରେ ସଢ଼ୁଛନ୍ତି। ବାଧ୍ୟ ହୋଇ ମରୁଭୂମିର ଶୁଖିଲା ଧୂଳିରେ ପେଟ ପୁରାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି।