Job 30:31 — Compare Translations

5 translations compared side by side

Odia - 1840
"ବିଷାଦର ଗୀତ ଗାଇବା ପାଇଁ ମାରେ ବୀଣା ବନ୍ଧା ହାଇେଛି। କରୁଣ କ୍ରନ୍ଦନ କଲାଭଳି ମାରେ ବଂଶୀ ଶବ୍ଦ ସୃଷ୍ଟି କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ଵରରେ ପରିଣତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବିଷାଦର ଗୀତ ଗାଇବା ପାଇଁ ମୋର ବୀଣା ବନ୍ଧା ହୋଇଛି। କରୁଣ କ୍ରନ୍ଦନ କଲାଭଳି ମୋର ବଂଶୀ ଶବ୍ଦ ସୃଷ୍ଟି କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ୱରରେ ପରିଣତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତେଣୁ ମୋହର ବୀଣା ଶୋକରେ ଓ ମୋହର ବଂଶୀ କ୍ରନ୍ଦନକାରୀମାନଙ୍କ ସ୍ୱରରେ ପରିଣତ ହୋଇଅଛି।