Job 30:4 — Compare Translations
5 translations compared side by side
Odia - 1840
"ସମାନେେ ମରୁଭୂମିରେ ଥିବା ଲୁଣିଆ ବୁଦାକୁ ଟାଣି ଆଣନ୍ତି ଓ ରତମେ ବୃକ୍ଷର ଚରେ ଖାଇ ବଞ୍ଚନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବୁଦା ନିକଟରୁ ବିସ୍ଵାଦୁ ଶାକ ଛିଣ୍ତାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମରୁଭୂମିରେ ଥିବା ଲୁଣିଆ ବୁଦାକୁ ଟାଣି ଆଣନ୍ତି ଓ ରୋତମ ବୃକ୍ଷର ଚେର ଖାଇ ବଞ୍ଚନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବୁଦା ନିକଟରୁ ବିସ୍ୱାଦୁ ଶାକ ଛିଣ୍ଡାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବୁଦା ନିକଟରୁ ବିସ୍ୱାଦୁ ଶାକ ଛିଣ୍ଡାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର।