Job 30:5 — Compare Translations
5 translations compared side by side
Odia - 1840
"ସମାନେେ ବାଧ୍ଯ ହାଇେ ଅନ୍ୟମାନଙ୍କଠାରୁ ପଳାଯନ କରନ୍ତି। ଚୋରକୁ ଦେଖିଲା ପରି, ଲୋକମାନେ ସମାନଙ୍କେ ଉପରେ ପାଟି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେପରି ସେମାନଙ୍କ ପଛରେ ଡାକ ପକାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବାଧ୍ୟ ହୋଇ ଅନ୍ୟମାନଙ୍କଠାରୁ ପଳାୟନ କରନ୍ତି। ଗ୍ଭେରକୁ ଦେଖିଲା ପରି, ଲୋକମାନେ ସେମାନଙ୍କ ଉପରେ ପାଟି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେହିପରି ସେମାନଙ୍କ ପଛରେ ଡାକ ପକାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେହିପରି ସେମାନଙ୍କ ପଛରେ ଡାକ ପକାନ୍ତି।