Job 30:6 — Compare Translations

5 translations compared side by side

Odia - 1840
"ଶୁଖିଲା ନଦୀ ଶୟ୍ଯା, ପାହାଡ଼ ଗୁମ୍ଫା ଓ ମାଟି ରେ ଥିବା ଗାତ ରେ ସମାନେେ ରହିବାକୁ ବାଧ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଶୁଖିଲା ନଦୀ ଶଯ୍ୟା, ପାହାଡ଼ ଗୁମ୍ଫା ଓ ମାଟିରେ ଥିବା ଗାତରେ ସେମାନେ ରହିବାକୁ ବାଧ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ।