Job 30:8 — Compare Translations

5 translations compared side by side

Odia - 1840
"ସମାନେେ ଦଳେ ଅ ଯୋଗ୍ଯ ନାମହୀନ ଲୋକ। ୟିଏ କି ବାଧ୍ଯ ହାଇେ ଦେଶ ଛାଡ଼ିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦଳେ ଅଯୋଗ୍ୟ ନାମହୀନ ଲୋକ। ଯିଏ କି ବାଧ୍ୟ ହୋଇ ଦେଶ ଛାଡ଼ିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ।