Job 30:9 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ସହେି ଲୋକମାନଙ୍କର ପୁଅମାନେ ମାେତେ ନଇେ ପରିହାସ ସୂଚକ ଗୀତ ବୋଲନ୍ତି ଏବଂ ମାେ ନାଁ ଏକ ଅପଶବ୍ଦ ରେ ପରିଣତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ଵରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ଵରୂପ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ ସେହି ଲୋକମାନଙ୍କର ପୁଅମାନେ ମୋତେ ନେଇ ପରିହାସ ସୂଚକ ଗୀତ ବୋଲନ୍ତି ଏବଂ ମୋ’ ନାଁ ଏକ ଅପଶବ୍ଦରେ ପରିଣତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ୱରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ୱରୂପ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ୱରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ୱରୂପ ହୋଇଅଛି।