Job 31:10 — Compare Translations

5 translations compared side by side

Odia - 1840
"ତବେେ ମାରେ ସ୍ତ୍ରୀ ପରପୁରୁଷର ଖାଦ୍ୟ ରାନ୍ଧିପା ରେ, ଅନ୍ୟ ଜଣେ ପୁରୁଷ ତାକୁ ଶୟ୍ଯା ସଙ୍ଗିନୀ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ମୋର ସ୍ତ୍ରୀ ପରପୁରୁଷର ଖାଦ୍ୟ ରାନ୍ଧିପାରେ, ଅନ୍ୟ ଜଣେ ପୁରୁଷ ତାକୁ ଶଯ୍ୟା ସଙ୍ଗିନୀ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତେବେ ମୋ’ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ।