Job 31:13 — Compare Translations

5 translations compared side by side

Odia - 1840
"ମୁଁ ଯଦି ମାରେ କ୍ରୀତଦାସଙ୍କ ପ୍ରତି ନ୍ଯାଯ କରିବାକୁ ମନା କରିଥାଏ। ସେତବେେଳେ ମାେ ବିରୁଦ୍ଧ ରେ ସମାନଙ୍କେର ଅଭିଯୋଗ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ, ଯେବେ ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଯଦି ମୋର କ୍ରୀତଦାସଙ୍କ ପ୍ରତି ନ୍ୟାୟ କରିବାକୁ ମନା କରିଥାଏ। ସେତେବେଳେ ମୋ’ ବିରୁଦ୍ଧରେ ସେମାନଙ୍କର ଅଭିଯୋଗ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ, ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
Odia IRV 2017 (ଓଡିଆ ବାଇବେଲ)
ମୋ’ ଦାସ କି ଦାସୀ ମୋ’ ସଙ୍ଗେ ବିରୋଧ କଲେ, ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;