Job 31:15 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାରେ ମା'ର ଶରୀର ଭିତ ରେ ମାେତେ ସୃଷ୍ଟି କରିଛନ୍ତି। ସେ ମଧ୍ଯ ମାରେ ଦାସମାନଙ୍କୁ ସୃଷ୍ଟି କରିଛନ୍ତି। ପରମେଶ୍ବର ଆମ୍ଭକୁ ମା'ର ଗର୍ଭ ଭିତ ରେ ଗଢ଼ିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋର ମା’ର ଶରୀର ଭିତରେ ମୋତେ ସୃଷ୍ଟି କରିଛନ୍ତି। ସେ ମଧ୍ୟ ମୋର ଦାସମାନଙ୍କୁ ସୃଷ୍ଟି କରିଛନ୍ତି। ପରମେଶ୍ୱର ଆମ୍ଭକୁ ମା’ର ଗର୍ଭ ଭିତରେ ଗଢ଼ିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?
Odia IRV 2017 (ଓଡିଆ ବାଇବେଲ)
ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?