Job 31:16 — Compare Translations

5 translations compared side by side

Odia - 1840
"ମୁଁ କବେେ ଗରିବ ଲୋକକୁ ସାହାୟ୍ଯ କରିବାକୁ ମନା କରିନାହିଁ। ବିଧବାମାନଙ୍କୁ ସମାନଙ୍କେ ଦରକାର ମୁତାବକ ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ କେବେ ଗରିବ ଲୋକକୁ ସାହାଯ୍ୟ କରିବାକୁ ମନା କରି ନାହିଁ। ବିଧବାମାନଙ୍କୁ ସେମାନଙ୍କ ଦରକାର ମୁତାବକ ଦେଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;