Job 31:17 — Compare Translations
5 translations compared side by side
Odia - 1840
"ମୁଁ କବେେ ଖାଦ୍ୟ ରେ କୃପଣ ନୁହେଁ। ମୁଁ ସବୁବେଳେ ଅନାଥ ବାଳକମାନଙ୍କୁ ଖାଦ୍ୟ ପ୍ରଦାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କେବେ ଖାଦ୍ୟରେ କୃପଣ ନୁହେଁ। ମୁଁ ସବୁବେଳେ ଅନାଥ ବାଳକମାନଙ୍କୁ ଖାଦ୍ୟ ପ୍ରଦାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ;
Odia IRV 2017 (ଓଡିଆ ବାଇବେଲ)
ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ;