Job 31:18 — Compare Translations
5 translations compared side by side
Odia - 1840
"ଅନାଥ ପିଲାମାନଙ୍କର ସାରା ଜୀବନ ମୁଁ ପିତାଭଳି କାମ କରିଛି। ସାରା ଜୀବନ ବିଧବାମାନଙ୍କ ଯତ୍ନ ନଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି ।)
Odia Bible ERV 2004 (ପବିତ୍ର ବାଇବଲ)
ଅନାଥ ପିଲାମାନଙ୍କର ସାରା ଜୀବନ ମୁଁ ପିତାଭଳି କାମ କରିଛି। ସାରା ଜୀବନ ବିଧବାମାନଙ୍କ ଯତ୍ନ ନେଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।)
Odia IRV 2017 (ଓଡିଆ ବାଇବେଲ)
(ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋ’ ନିକଟରେ ବଢ଼ିଲା ଓ ମୋ’ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।)