Job 31:19 — Compare Translations
5 translations compared side by side
Odia - 1840
"ଯେତବେେଳେ ବସ୍ତ୍ର ଅଭାବରେ କଷ୍ଟ ପାଉଥିବା ଲୋକମାନଙ୍କୁ, ପୋଷାକ ନ ଥିବା ଦରିଦ୍ରମାନଙ୍କୁ ମୁଁ ଯେ ତବେଳେ ଦେଖିଛି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ବସ୍ତ୍ର ଅଭାବରେ କଷ୍ଟ ପାଉଥିବା ଲୋକମାନଙ୍କୁ, ପୋଷାକ ନ ଥିବା ଦରିଦ୍ରମାନଙ୍କୁ ମୁଁ ଯେତେବେଳେ ଦେଖିଛି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,
Odia IRV 2017 (ଓଡିଆ ବାଇବେଲ)
ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,