Job 31:2 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ ପରମେଶ୍ବର ଲୋକଙ୍କ ପ୍ରତି କ'ଣ କରନ୍ତି? ପରମେଶ୍ବର ତାଙ୍କ ବାସସ୍ଥଳ ସ୍ବର୍ଗରୁ କିପରି ଲୋକମାନଙ୍କୁ ବତନେ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଊର୍ଦ୍ଧ୍ଵସ୍ଥ ପରମେଶ୍ଵରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ପରମେଶ୍ୱର ଲୋକଙ୍କ ପ୍ରତି କ’ଣ କରନ୍ତି? ପରମେଶ୍ୱର ତାଙ୍କ ବାସସ୍ଥଳ ସ୍ୱର୍ଗରୁ କିପରି ଲୋକମାନଙ୍କୁ ବେତନ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?
Odia IRV 2017 (ଓଡିଆ ବାଇବେଲ)
କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?

Recommended Reading