Job 31:21 — Compare Translations
5 translations compared side by side
Odia - 1840
"ଅନାଥ ବାଳକକୁ ମୁଁ କବେେ ହାତ ଉଠାଏ ନାହିଁ ବରଂ ମାରଫୋଟକ ପାଖ ରେ ସାହାୟ୍ଯ କାମନା କରି ଛିଡ଼ା ହାଇେ ଥିବାର ମୁଁ ତାକୁ ଦେଖେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ନଗର-ଦ୍ଵାରରେ ନିଜ ଉପକାରୀକି ଦେଖି ଯେବେ ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ଅନାଥ ବାଳକକୁ ମୁଁ କେବେ ହାତ ଉଠାଏ ନାହିଁ ବରଂ ମୋର ଫାଟକ ପାଖରେ ସାହାଯ୍ୟ କାମନା କରି ଛିଡ଼ା ହୋଇ ଥିବାର ମୁଁ ତାକୁ ଦେଖେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖି ଯଦି ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;
Odia IRV 2017 (ଓଡିଆ ବାଇବେଲ)
ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖି ଯଦି ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;