Job 31:22 — Compare Translations
5 translations compared side by side
Odia - 1840
"ମୁଁ ଯଦି କବେେ ତାହା କରିଥାଏ, ତବେେ ମାରେ ବାହୁ ଖଞ୍ଜାରୁ ଭାଙ୍ଗିଯାଉ ଓ ତାହାକୁ କାନ୍ଧ ଉପରୁ ପଡ଼ିଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯଦି କେବେ ତାହା କରିଥାଏ, ତେବେ ମୋର ବାହୁ ଖଞ୍ଜାରୁ ଭାଙ୍ଗିଯାଉ ଓ ତାହା କାନ୍ଧ ଉପରୁ ପଡ଼ିଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ।
Odia IRV 2017 (ଓଡିଆ ବାଇବେଲ)
ତେବେ ମୋ’ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋ’ ବାହୁ ଅସ୍ଥିରୁ ଭାଙ୍ଗିଯାଉ।