Job 31:23 — Compare Translations

5 translations compared side by side

Odia - 1840
"କିନ୍ତୁ ସହେିସବୁ କଦର୍ୟ୍ଯ କାମ ଭିତରୁ କୌଣସି ମୁଁ କବେେ କରି ନାହିଁ। ପରମେଶ୍ବରଙ୍କ ଦଣ୍ଡକୁ ମୁଁ ସବୁବେଳେ ଭୟ କରେ। ତାଙ୍କର ମହିମା ମାେତେ ଭୟଭୀତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପରମେଶ୍ଵରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ଵ ହେତୁରୁ ମୁଁ କିଛି କରି ପାରିଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହିସବୁ କଦର୍ଯ୍ୟ କାମ ଭିତରୁ କୌଣସି ମୁଁ କେବେ କରି ନାହିଁ। ପରମେଶ୍ୱରଙ୍କ ଦଣ୍ଡକୁ ମୁଁ ସବୁବେଳେ ଭୟ କରେ। ତାଙ୍କର ମହିମା ମୋତେ ଭୟଭୀତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋ’ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ।