Job 31:25 — Compare Translations

5 translations compared side by side

Odia - 1840
"ମୁଁ ଧନୀ ଥିଲି। କିନ୍ତୁ ତାହା ମାେତେ ଗର୍ବି କରିନାହିଁ। ମୁଁ ବହୁତ ଟଙ୍କା ରୋଜଗାର କରିଛି କିନ୍ତୁ ତାହା ମାେତେ ଖୁସି ପରିପାରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯେବେ ମୁଁ ଆନନ୍ଦ କରିଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଧନୀ ଥିଲି। କିନ୍ତୁ ତାହା ମୋତେ ଗର୍ବି କରି ନାହିଁ। ମୁଁ ବହୁତ ଟଙ୍କା ରୋଜଗାର କରିଛି କିନ୍ତୁ ତାହା ମୋତେ ଖୁସୀ ପରିପାରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ;
Odia IRV 2017 (ଓଡିଆ ବାଇବେଲ)
ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ;