Job 31:26 — Compare Translations

5 translations compared side by side

Odia - 1840
"ଦୀପ୍ତିମାନ ସୂର୍ୟ୍ଯ କି ସ୍ମରଣୀଯ ଚନ୍ଦ୍ରକୁ ମୁଁ କବେେ ଉପାସନା କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯେବେ ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ଦୀପ୍ତିମାନ ସୂର୍ଯ୍ୟ କି ସ୍ମରଣୀୟ ଚନ୍ଦ୍ରକୁ ମୁଁ କେବେ ଉପାସନା କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯଦି ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;
Odia IRV 2017 (ଓଡିଆ ବାଇବେଲ)
ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯଦି ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;