Job 31:27 — Compare Translations
5 translations compared side by side
Odia - 1840
"ସୂର୍ୟ୍ଯ ଏବଂ ଚନ୍ଦ୍ରକୁ ଉପାସନା କଲାଭଳି ମାରେ ନିର୍ବୋଧତା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ଵନ କରିଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ସୂର୍ଯ୍ୟ ଏବଂ ଚନ୍ଦ୍ରକୁ ଉପାସନା କଲାଭଳି ମୋର ନିର୍ବୋଧତା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ବନ କରିଥାଏ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋ’ ମୁଖ ମୋ’ ହସ୍ତକୁ ଚୁମ୍ବନ କରିଥାଏ;