Job 31:28 — Compare Translations
5 translations compared side by side
Odia - 1840
"ଏହା ଏକ ପାପ ଯାହା ଦଣ୍ଡ ପାଇବା ଯୋଗ୍ଯ। ଯଦି ମୁଁ ସହେି ବସ୍ତୁକୁ ପୂଜା କରିଥାଏ, ସର୍ବଶକ୍ତିମାନ ପରମେଶ୍ବରଙ୍କ ପ୍ରତି ମୁଁ ଅବିଶ୍ବସ୍ତ ହାଇେଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ଵାରା ଦଣ୍ତନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ଵବାସୀ ପରମେଶ୍ଵରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଏକ ପାପ ଯାହା ଦଣ୍ଡ ପାଇବା ଯୋଗ୍ୟ। ଯଦି ମୁଁ ସେହି ବସ୍ତୁକୁ ପୂଜା କରିଥାଏ, ସର୍ବଶକ୍ତିମାନ ପରମେଶ୍ୱରଙ୍କ ପ୍ରତି ମୁଁ ଅବିଶ୍ୱସ୍ତ ହୋଇଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି।