Job 31:3 — Compare Translations

5 translations compared side by side

Odia - 1840
"ପରମେଶ୍ବର ଦୁଷ୍ଟ ଲୋକଙ୍କ ପ୍ରତି ବିପଦ ଓ ଦୁର୍ଗତି ସୃଷ୍ଟି କରନ୍ତି। ଯେଉଁ ଲୋକମାନେ ଭଲ କାମ ନ କରନ୍ତି ସମାନଙ୍କେ ପ୍ରତି ପରମେଶ୍ବର ବିପତ୍ତି ସୃଷ୍ଟି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଦୁଷ୍ଟ ଲୋକଙ୍କ ପ୍ରତି ବିପଦ ଓ ଦୁର୍ଗତି ସୃଷ୍ଟି କରନ୍ତି। ଯେଉଁ ଲୋକମାନେ ଭଲ କାମ ନ କରନ୍ତି ସେମାନଙ୍କ ପ୍ରତି ପରମେଶ୍ୱର ବିପତ୍ତି ସୃଷ୍ଟି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ?