Job 31:30 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁମାନଙ୍କୁ ଅଭିଶାପ ଦଇେ ଓ ସମାନଙ୍କେ ମୃତ୍ଯୁ କାମନା ରେ ମାରେ ମୁଖକୁ ପାପୟୁକ୍ତ ହବୋକୁ ଦଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ;)
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନଙ୍କୁ ଅଭିଶାପ ଦେଇ ଓ ସେମାନଙ୍କ ମୃତ୍ୟୁ କାମନାରେ ମୋର ମୁଖକୁ ପାପଯୁକ୍ତ ହେବାକୁ ଦେଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ);
Odia IRV 2017 (ଓଡିଆ ବାଇବେଲ)
(ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ;)