Job 31:32 — Compare Translations

5 translations compared side by side

Odia - 1840
"ମାେ ଗୃହ ମଧ୍ଯକୁ ଅଜଣା ଲୋକଙ୍କୁ ସବୁବେଳେ ଆମନ୍ତ୍ରଣ କରି ଆଣିଛି, ଯଭେଳି କି ରାତି ରେ ରାସ୍ତା ରେ ଶାଇେବାକୁ ପଡ଼ିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଦେଶୀ ଦାଣ୍ତରେ ରାତ୍ରିକ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ଵାର ମୁକ୍ତ କଲି;
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଗୃହ ମଧ୍ୟକୁ ଅଜଣା ଲୋକଙ୍କୁ ସବୁବେଳେ ଆମନ୍ତ୍ରଣ କରି ଆଣିଛି, ଯେଭଳି କି ରାତିରେ ରାସ୍ତାରେ ଶୋଇବାକୁ ପଡ଼ିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି;
Odia IRV 2017 (ଓଡିଆ ବାଇବେଲ)
ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି;