Job 31:33 — Compare Translations
5 translations compared side by side
Odia - 1840
"ଅନ୍ୟ ଲୋକମାନେ ସମାନଙ୍କେର ପାପକୁ ଗୁପ୍ତ ରଖିବାକୁ ଚାହାଁନ୍ତି। ମୁଁ କବେେ ମାରେ ଦୋଷକୁ ଲୁଚାଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ଵାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଲୋକମାନେ ସେମାନଙ୍କର ପାପକୁ ଗୁପ୍ତ ରଖିବାକୁ ଗ୍ଭହାନ୍ତି। ମୁଁ କେବେ ମୋର ଦୋଷକୁ ଲୁଗ୍ଭଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;